Masthead

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଏଥି ନିମନ୍ତେ ୪ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ ।

ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ସଂନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ସୃଙ୍ଗାର କରିବେ । ବନକଲାଗି ନୀତି ପରେ ମହାସ୍ନାନ ହୋଇ ସ୍ୱାଭାବିକ ହେବ ଶ୍ରୀଜିଉଙ୍କ ଦର୍ଶନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ