Before Header

ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି

0 36

ପୁରୀ(ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି । ଏଥି ନିମନ୍ତେ ୪ ଘଣ୍ଟା ପାଇଁ ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ ।

ଦ୍ୱିତୀୟ ଭୋଗ ମଣ୍ଡପ ଶେଷ ହେବା ପରେ ସଂନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ । ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ସୃଙ୍ଗାର କରିବେ । ବନକଲାଗି ନୀତି ପରେ ମହାସ୍ନାନ ହୋଇ ସ୍ୱାଭାବିକ ହେବ ଶ୍ରୀଜିଉଙ୍କ ଦର୍ଶନ ।

Leave A Reply

Your email address will not be published.