Masthead

ବନ୍ଦ ରହିଛି ଶ୍ରୀଲିଙ୍ଗରାଜଙ୍କ ପଇତା ଲାଗି ନୀତି

ଭୁବନେଶ୍ୱର(ବଡ଼ ଖବର ବ୍ୟୁରା): ଆଜି ବନ୍ଦ ରହିଛି ଶ୍ରୀଲିଙ୍ଗରାଜଙ୍କ ପବିତ୍ରରୋପଣ ନୀତି । ପଇତା ଲାଗି ସେବା ଅଧିକାରୀକୁ କେନ୍ଦ୍ରକରି ପୂଜାପଣ୍ଡା ଓ ସେବାୟତଙ୍କ ମଧ୍ୟରେ ବିବାଦ ଲାଗିରହିଛି । ଫଳରେ ୨ ବର୍ଷ ହେବ ଶ୍ରୀଲିଙ୍ଗରାଜ ନୂତନ ପଇତା ପରିଧାନ କରି ପାରୁନାହାନ୍ତି। ପଇତାନୀତି ବନ୍ଦ ରହିବା ଫଳରେ ଏହାର ପ୍ରଭାବ ଶ୍ରୀଜିଉଙ୍କ ଅନ୍ୟାନ୍ୟ ନୀତି ଉପରେ ପଡିଥିଲା ।

ଠାକୁରଙ୍କ ନୀତି ସ୍ୱାଭାବିକ ହେବା ଲାଗି ସାଢେ ୩ ଘଣ୍ଟା ବିଳମ୍ବ ହୋଇଥିଲା । ଆଜି ଶ୍ରାବଣ ଶିବ ଚତୁର୍ଦ୍ଦଶୀ ତିଥି । ଏହି ପବିତ୍ର ମୁହୂର୍ତ୍ତରେ ଆବହମାନ କାଳରୁ ଶ୍ରୀଲିଙ୍ଗରାଜ ନୂଆ ପଇତା ଧାରଣ କରିବାର ବିଧି ରହିଛି । ଏଥିପାଇଁ ଗତକାଲିଠୁ ପ୍ରସ୍ତୁତି ଚାଲିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା