Masthead

ବଢିଲା ଶ୍ରୀମନ୍ଦିର ପତିତପାବନ ବାନା ଦର, ଏପ୍ରିଲ ପହିଲାରୁ ନୂଆ ଦର ଲାଗୁ

ପୁରୀ (ବଡ଼ ଖବର ବ୍ୟୁରୋ):ବଢିଲା ଶ୍ରମନ୍ଦିର ପତିତପାବନ ଓଲାଗି ବାନାର ଦର । ବୃଦ୍ଧି କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ପୂର୍ବରୁ ଏହି ବାନାର ଦାମ ୨୦୦ ଟଙ୍କା ଥିବାବେଳେ ଏବେ ୩୦୦ ଟଙ୍କାକୁ ବୃଦ୍ଧି ପାଇଛି । ଏପ୍ରିଲ ପହିଲାରୁ ଏହି ଦର ନୂତନ ଦର ଲାଗୁ ହେଲା ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି। ପ୍ରତିଦିନ ନୀଳଚକ୍ରରୁ ଓଲାଗି ହେଉଥିବା ୧୪ ହାତ ବିଶିଷ୍ଟ ଧ୍ଵଜାର ଦରକୁ ୩୦୦ଟଙ୍କାକୁ ବୃଦ୍ଧି କରାଯାଇଛି । ଆଜିଠାରୁ ଭକ୍ତଙ୍କ ପାଇଁ ଏହି ନୂତନ ଦର ଲାଗୁ ହୋଇଛି । ଯାହା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ