Masthead

ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ପ୍ରତି ଏତେ ଅବହେଳା କାହିଁକି । ବାରମ୍ବାର ହେଉଛି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ । ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହୋଇଛି । ପାଟ ଅଗଣା ଓ ଭେଟ ମଣ୍ଡପରୁ ନିଆଯାଇଥିବା ଫଟୋ ଭାଇରାଲ ହୋଇଛି ।

ଫଟୋ ଭାଇରାଲ କରିଥିବା ବ୍ୟକ୍ତି ହେଉଛନ୍ତି ସ୍ୱେତାଂଶୁ ମହାପାତ୍ର । ନିଳାଦ୍ରୀ ବିଜେ ଦିନ ଫଟୋ ଉଠାଯାଇଥିବା ସୂଚନା ମିଳିଛି । ପାଟ ଅଗଣା ଓ ଭେଟ ମଣ୍ଡପରୁ ନିଆଯାଇଥିବା ଦୁଇଟି ଫଟୋ ଭାଇରାଲ ହେଉଛି । ସ୍ୱେତାଂଶୁ ମହାପାତ୍ର ନିଜ ଇନଷ୍ଟାଗ୍ରାମରେ ଏହି ଭିଡିଓ ଅପଲୋଡ଼ କରଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ