Masthead

୩ଦିନ ବନ୍ଦ ରହିବ ଶ୍ରୀମନ୍ଦିର

ପୁରୀ(ବଡ଼ ଖବର ବ୍ୟୁରୋ): ଶନିବାରଠୁ ତିନିଦିନ ଧରି ବନ୍ଦ ରହିବ ଶ୍ରୀମନ୍ଦିର । ଭକ୍ତଙ୍କ ଗହଳି ଜୋର ଧରୁଥିବା ବେଳେ ଶ୍ରୀମନ୍ଦିର ଦର୍ଶନ ବନ୍ଦ ରହିବା ଖବର ଭକ୍ତଙ୍କୁ ଚିନ୍ତିତ କରିଛି । ଶନି, ରବି ସପ୍ତାହାନ୍ତ ସଟଡାଉନ । ସୋମବାର ଜନ୍ମାଷ୍ଟମୀରେ ଗହଳି ହେବାର ସମ୍ଭାବନା ଥିବାରୁ ଶ୍ରୀମନ୍ଦିର ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ଘୋଷଣା କରିସାରିଛି ।

ଏହି କାରଣରୁ ଦୂରଦୂରାନ୍ତର ଦର୍ଶନାର୍ଥୀମାନେ ଶ୍ରୀମନ୍ଦିରକୁ ନ ଆସିବାକୁ ମନ୍ଦିର ପ୍ରଶାସନ ପରାମର୍ଶ ଦେଇଛି । ଦୀର୍ଘ ଦିନର ଅପେକ୍ଷା ପରେ ଭକ୍ତମାନେ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ଦର୍ଶନ ସୁଯୋଗ ପାଇଛନ୍ତି । ପ୍ରତିଦିନ ହଜାର ହଜାର ଭକ୍ତ ଏହାର ସୁଯୋଗ ନେଉଛନ୍ତି । ୫ଦିନ ମଧ୍ୟରେ ୫୦ହଜାରରୁ ଅଧିକ ଦର୍ଶନାର୍ଥୀ ଶ୍ରୀମନ୍ଦିର ପ୍ରବେଶ କରି ପ୍ରଭୁଙ୍କ କୃପା ଭିକ୍ଷା କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା