Masthead

ଆମ ଓଡ଼ିଶା ନବୀନ ଓଡ଼ିଶାକୁ ବିଜେପିର ଚ୍ୟାଲେଞ୍ଜ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ବିବାଦରେ ଆମ ଓଡ଼ିଶା ନବୀନ ଓଡ଼ିଶା। ଉଦଘାଟନ ପୂର୍ବରୁ ଆମ ଓଡିଶା ନବୀନ ଓଡିଶାକୁ ଚ୍ୟାଲେଞ୍ଜ କଲା ବିଜେପି । କାର୍ଯ୍ୟକ୍ରମର ସରକାରୀ ବିଜ୍ଞାପନରେ ଶଙ୍ଖ ଚିହ୍ନକୁ ନେଇ ଆପତି ଉଠାଇଲା ବିଜେପି । ଅଦାଲତକୁ ଯିବା ପାଇଁ ବିଜେପି ଦେଲା ଚେତାବନୀ। ଶଙ୍ଖରେ ବିଜେଡି ରାଜ୍ୟ ଚଳାଇବାକୁ ଚାହୁଁଛି । ଭୟଭୀତ ଅଛନ୍ତି ନବୀନ ପଟ୍ଟନାୟକ। ନିର୍ବାଚନକୁ ଦୃଷ୍ଟିରେ ରଖି ଏହି ଯୋଜନା ଖାଲି ବହସ୍ପଟ । ନେତାଙ୍କ କ୍ଷମତାକୁ ଗୌଣ ଛଡ଼ା ଆଉ କିଛି ନୁହେଁ।କିଏ ଯୋଜନାକୁ କାର‌୍ୟ୍ୟକାରୀ କରିବା ତାହା ବି ସ୍ପଷ୍ଟ ହୋଇନି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ