Masthead

ଭିଜିଲାନ୍ସ ଜାଲରେ ଏସଟିଏ ଡେପୁଟି କମିଶନର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ଏସଟିଏ ଡେପୁଟି କମିଶନର । ଡେପୁଟି କମିଶନର ପ୍ରଦୀପ ମହାନ୍ତିଙ୍କ ଘରେ ରେଡ୍ । ୯ଟି ସ୍ଥାନରେ ଏକକାଳୀନ ଚଢାଉ । ଭୁବନେଶ୍ୱର, ଖୋର୍ଦ୍ଧା, ପୁରୀ, ନୟାଗଡ଼ ଓ କଟକରେ ମଧ୍ୟ ରେଡ୍ କରୁଛି ଭିଜିଲାନ୍ସ । ଆୟ ବହିର୍ଭୂତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢାଉ ।

ଭୁବନଶ୍ୱେର ଚନ୍ଦ୍ରଶେଖର ଓ ରଘୁନାଥପୁରରେ ରେଡ୍ । ଭୁବନେଶ୍ୱରର ଗୋବିନ୍ଦପ୍ରସାଦରେ ୫ମହଲା ବିଲ୍ଡିଂରେ ଠାବ । ମଳିପଡ଼ା ସମ୍ପର୍କୀୟଙ୍କ ନାଁରେ ଥିବା ପେଟ୍ରୋଲ ପମ୍ପରେ ରେଡ୍ । ନୟାଗଡ଼ କୁଶପଲ୍ଲାରେ ଥିବା ଫାର୍ମ ହାଉସରେ ଚଢାଉ । ଖୋର୍ଦ୍ଧା ଟାଙ୍ଗୀ ସ୍ଥିତ ପୈତୃକ ଘରେ ଚଢାଉ । ପୁରୀ ବାଲିଖଣ୍ଡରେ ନିର୍ମାଣଧୀନ ବିଲ୍ଡିଂ ରେଡ୍ । କଟକ ସ୍ଥିତ ସରକାରୀ କାର୍ଯ୍ୟାଳୟରେ ଚଢାଉ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ