Masthead

ସମୂହ ଛୁଟିରେ ଅମଲା

ତୁମୁଡ଼ିବନ୍ଧ (ବଡ଼ ଖବର ବ୍ୟୁରୋ):  ଗତ ମାସ ୨୨ ତାରିଖ ରୁ ୩୧ ତାରିଖ ପର୍ଯ୍ୟନ୍ତ କଳାବ୍ୟାଜ ପରିଧାନ କରି ସରକାରଙ୍କ ମିଥ୍ୟା ପ୍ରତିଶ୍ରୁତିକୁ ପ୍ରତିବାଦ କରିଥିଲେ ଅମଲା । ଶେଷରେ ରାଜ୍ୟ ମିଳିତ ଅମଲା ସଂଘର ନିଷ୍ପତିକ୍ରମେ ଆଜି ଠାରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ସମୂହ ଛୁଟିରେ ରହିବାକୁ ସ୍ଥିର କରିଛନ୍ତି କନ୍ଧମାଳ ଜିଲ୍ଲା ସ୍ତରୀୟ ମିଳିତ ଅମଲା ମଞ୍ଚ । ତୁମୁଡିବନ୍ଧ ଓ କୋଟଗଡ଼ ବ୍ଲକର କିରାଣୀମାନେ ଆନେ୍ଦାଳନରେ ସାମିଲ ହୋଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା