Masthead

ନୂଆ ସଂସଦ ଭବନରେ ବଦଳିବ କର୍ମଚାରୀଙ୍କ ୟୁନିଫର୍ମ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ଗଣେଶ ପୂଜା ଅବସରରେ ନୁଆ ସଂସଦ ଭବନରେ ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବ । ନୂଆ ସଂସଦ ଭବନରେ ପ୍ରବେଶ ସହିତ କର୍ମଚାରୀ ଏବଂ ସୁରକ୍ଷା କର୍ମୀଙ୍କ ପୋଷାକ ମଧ୍ୟ ପରିବର୍ତ୍ତନ ହେବ । ଏହା ସହିତ ଦୁଇ ସଦନର ମାର୍ଶାଲଙ୍କ ୟୁନିଫର୍ମ ମଧ୍ୟ ବଦଳିଯିବ । ନୁତନ ସଂସଦ ଭବନରେ କର୍ମଚାରୀଙ୍କ ସାର୍ଟ ଗାଢ ଗୋଲାପୀ ରଙ୍ଗର ରହିବ । କର୍ମଚାରୀଙ୍କ ସାର୍ଟରେ ପଦ୍ମ ଫୁଲ ଦେଖିବାକୁ ମିଳିବ । ସଂସଦର ସୁରକ୍ଷାକର୍ମୀ ଏପର୍ଯ୍ୟନ୍ତ ସଫାରୀ ସୁଟ ପିନ୍ଧୁଥିଲେ, ଏବେ ସେମାନେ ସୈନିକ ଭଳି କେମୋପ୍ଳେଜ ଡ୍ରେସ ପିନ୍ଧିବେ । ୧୯ ତାରିଖ ଗଣେଶ ଚତୁର୍ଥି ଅବସରରେ ବିଧିବିଧାନ ସହିତ ପୂଜା ହେବ ଏବଂ ଏହାପରେ ସ୍ୱତନ୍ତ୍ର ଅଧିବେଶନ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି