Masthead

ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଷ୍ଟାଲିନ

ଚେନ୍ନାଇ(ବଡ଼ ଖବର ବ୍ୟୁରୋ): ୩୩ଜଣ କ୍ୟାବିନେଟ ସଦସ୍ୟଙ୍କ ସହ ଶପଥ ଗ୍ରହଣ କଲେ ତାମିଲନାଡୁର ନୂତନ ମୁଖ୍ୟମନ୍ତ୍ରୀ ଏମକେ ଷ୍ଟାଲିନ । ଆଜି ଚେନ୍ନାଇସ୍ଥିତ ରାଜଭବନରେ ରାଜ୍ୟପାଳ ବନୱାରିଲାଲ ପୁରୋହିତ ତାଙ୍କୁ ଶପଥପାଠ କରାଇଛନ୍ତି । ମୁଖ୍ୟମନ୍ତ୍ରୀ ହେବା ସହ ରାଜ୍ୟର ଗୃହମନ୍ତ୍ରୀ ଭାବେ ମଧ୍ୟ ଶପଥ ନେଇଛନ୍ତି ଷ୍ଟାଲିନ । ପ୍ରଶାସନିକ ଏବଂ ପୁଲିସ ସେବା, ସାଧାରଣ ପ୍ରଶାସନ, ସର୍ବଭାରତୀୟ ସେବା, ଜିଲ୍ଲା କଲ୍ୟାଣ ସମେତ ଅନ୍ୟାନ୍ୟ ବିଭାଗ ଷ୍ଟାଲିନଙ୍କ ଅଧିନରେ ରହିବ ।

ତେବେ ଷ୍ଟାନିଲଙ୍କ ମନ୍ତ୍ରୀମଣ୍ଡଳରେ ଥିବା ମନ୍ତ୍ରୀମାନଙ୍କ ମଧ୍ୟରୁ ୧୫ଟି ନୂଆ ମୁହଁ ଦେଖିବାକୁ ମିଳିଛି । ଆଉ ୧୮ଜଣ ପୂର୍ବରୁ ତାମିଲନାଡ଼ୁର ସରକାରଙ୍କ ବିଭିନ୍ନ ବିଭାଗରେ ମନ୍ତ୍ରୀ ରହିଛନ୍ତି । ତେବେ ଚଳିତ ନିର୍ବାଚନରେ ଷ୍ଟାଲିନଙ୍କ ଡିଏମକେର ବିଜୟ ପରେ ସରକାର ଗଠନ ପାଇଁ ବୁଧବାର ଷ୍ଟାଲିନ ରାଜ୍ୟପାଳଙ୍କୁ ଦାବି ଉପସ୍ଥାପନ କରିଥିଲେ । ଆଜି ତାମିଲନାଡ଼ୁରେ ସରକାର ଗଢ଼ିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 କାଳବୈଶାଖୀ ବର୍ଷା ନେଇ ୟେଲୋ ଆଲର୍ଟ 🔴 ଆଜି ବି ଗୃହରେ ଲାଗି ରହିବ ଅସ୍ଥିରତା 🔴 ‘ଏବେ ପାକିସ୍ତାନ ଉପରେ ପ୍ରତିଶୋଧ ନେବୁ’ 🔴 ପାକିସ୍ତାନର ଏୟାରଷ୍ଟ୍ରାଇକ୍, ୪୦୦ ମୃତ 🔴 ୨୦ ତାରିଖ ଯାଏଁ କାଳବୈଶାଖୀ ବର୍ଷା 🔴 SCB ଅଗ୍ନିକାଣ୍ଡ, ୧୫ ଦିନରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ 🔴 ଏସସିବି ଟ୍ରମା କେୟାରରେ ଅଗ୍ନିକାଣ୍ଡ, ୧୦ ମୃତ 🔴 ପାରାଦୀପ ଛାଡିଲେ ବିଜେପି ବିଧାୟକ 🔴 ଆଜିଠୁ ରାଜ୍ୟରେ କାଳବୈଶାଖୀ ବର୍ଷା ! 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ