Masthead

କିଏ ହେଲେ ପଦ୍ମ ପ୍ରଚାରକ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲ ଉପନିର୍ବାଚନ ପାଇଁ ଭାରତୀୟ ଜନତା ପାର୍ଟି ପକ୍ଷରୁ ୩୦ ଜଣିଆ ତାରକା ପ୍ରଚାରକଙ୍କ ନା ଘୋଷଣା କରାଯାଇଛି । ତାଲିକାରେ ଦଳର ରାଜ୍ୟ ସଭାପତି ସମୀର ମହାନ୍ତି , କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଷଡ଼ଙ୍ଗୀ, ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାଏକଙ୍କ ସମେତ ଜୁଏଲ ଓରାମ, ସୌଦାନ ସିଂ, ଅରୁଣ ସିଂ, ବୈଜୟନ୍ତ ପଣ୍ଡା, ସୁରେଶ ପୂଜାରୀ, ବସନ୍ତ ପଣ୍ଡା, କେ.ଭି ସିଂଦେଓ, ମନମୋହନ ସାମଲ, ବିଶେଶ୍ୱର ଟୁଡୁ, ଅପରାଜିତା ଷଡ଼ଙ୍ଗୀ, ସମ୍ବିତ ପାତ୍ର, ଅଶ୍ୱିନୀ ବୈଷ୍ଣବ, ବିଷ୍ଣୁ ସେଠୀ, ବିଜୟ ମହାପାତ୍ର, ଖାରବେଳ ସ୍ୱାଇଁ, ପ୍ରକାଶ ମିଶ୍ର, ମୋହନ ଚରଣ ମାଝୀ, ସୁକାନ୍ତ ନାୟକ, ରଘୁନାଥ ମହାନ୍ତି, ପଦ୍ମଲୋଚନ ପଣ୍ଡା, ଜୟନାରାୟଣ ମହାନ୍ତି, ପୃଥ୍ୱୀରାଜ ହରିଚନ୍ଦନ, ଗୋଲକ ମହାପାତ୍ର, ଲେଖାଶ୍ରୀ ସାମନ୍ତସିଂହାର, ଭୃଗୁ ବକ୍ସିପାତ୍ର ଓ ବିଭୁ ପ୍ରସାଦ ତରାଇଙ୍କ ନାଁ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ