Masthead

ଛତିଶଗଡ଼ ନିର୍ବାଚନ ପ୍ରଚାର ଲାଗି କଂଗ୍ରେସର ଷ୍ଟାର ପ୍ରଚାରକ ଘୋଷଣା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଛତିଶଗଡ଼ ନିର୍ବାଚନ ପ୍ରଚାର ଲାଗି କଂଗ୍ରେସର ଷ୍ଟାର ପ୍ରଚାରକ ଘୋଷଣା । ନିର୍ବାଚନ କମିଶନଙ୍କୁ ଏଆସିସି ଦେଲା ୪୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା । ଷ୍ଟାର ପ୍ରଚାରକ ତାଲିକାରେ ଓଡ଼ିଶାର ୩ ବରିଷ୍ଠ କଂଗ୍ରେସ ନେତା। ତାଲିକାରେ ଅଛନ୍ତି ପିସିସି ସଭାପତି ଶରତ ପଟ୍ଟନାୟକ । ଏଆସିସି ପ୍ରଭାରୀ ଭକ୍ତ ଚରଣ ଦାଶ, ସଂପାଦକ ସପ୍ତଗିରି ଉଲାକା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା