ଆଜିଠୁ ୟୁଏଇରେ ଆଇପିଏଲ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ୟୁଏଇରେରେ ଆଇପିଏଲ । ବିଶ୍ୱର ସର୍ବଶ୍ରେଷ୍ଠ ଟି୨୦ ଲିଗ୍ ଇଣ୍ଡିଆନ ପ୍ରିମିୟର ଲିଗ୍ ପୁଣିଥରେ ଆରମ୍ଭ ହେବାକୁ ଯାଉଛି । ରବିବାର ଠାରୁ ଆଇପିଏଲ ସିଜନ-୧୪ର ବଳକା ମ୍ୟାଚ୍ ଖେଳାଯିବ । ରବିବାର ସନ୍ଧ୍ୟା ସାଢ଼େ ୭ରେ ମୁମ୍ବାଇ ଇଣ୍ଡିଆନ୍ସ ଓ ଚେନ୍ନାଇ ସୁପରକିଙ୍ଗସ ମୁକାବିଲା ।

କରୋନା ଦ୍ବିତୀୟ ଲହର ପାଇଁ ଅଧାରୁ ସ୍ଥଗିତ ଥିଲା ଟୁର୍ଣ୍ଣାମେଣ୍ଟ । ଫାଇନାଲକୁ ମିଶାଇ ଆହୁରି ୩୧ ମ୍ୟାଚ ଖେଳାଯିବ । ଦୀର୍ଘ ୪ ମାସ ପରେ ଲିଗ୍‌ ଆରମ୍ଭ ହେଉଥିବାରୁ ପ୍ରଥମରୁ ଲୟରେ ରହିବାକୁ ଉଭୟ ଦଳ ଆଶା ରଖିଛନ୍ତି। ଷ୍ଟାଡିୟମରେ ମହେନ୍ଦ୍ର ସିଂ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗସ ଓ ରୋହିତ ଶର୍ମାଙ୍କ ମୁମ୍ବାଇ ଇଣ୍ଡିଆନ୍ସ ପରସ୍ପରକୁ ଭେଟିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ