Masthead

ସୋର ବାହାନଗା ଷ୍ଟେଟ ବ୍ୟାଙ୍କ ଏଟିଏମ ତାଡିନେଲେ ଦୁର୍ବୃତ୍ତ

ସୋର(ବଡ଼ ଖବର ବ୍ୟୁରୋ): ଜେସିବି ଲଗାଇ ଏଟିଏମ ତାଡିନେଲେ ଦୁର୍ବୃତ୍ତ । ଏଟିଏମରେ ୨୬ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଥିବା ସୂଚନା । ବାହାନଗା ବଜାରରେ ଥିବା ଷ୍ଟେଟ ବ୍ୟାଙ୍କ ଏଟିଏମକୁ ଜେସିବିରେ ତାଡି ଉଠାଇନେଲେ ଦୁର୍ବୃତ୍ତ। ଗତକାଲି ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଏଭଳି କାଣ୍ଡ ଘଟାଇବା ପରେ ଏଟିଏମ ଘର ଡୋର ବନ୍ଦ କରିଦେଇଥିଲେ। ଫଳରେ ବାହାରକୁ କିଛି ଜଣାପଡୁନଥିଲା । ଆଜି ସକାଳେ ସ୍ଥାନୀୟ ଲୋକେ ଏ ବାବଦରେ ଜାଣିବା ପରେ ସୋର ପୋଲିସକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ଏଟିଏମରୁ ୨୬ ଲକ୍ଷରୁ ଉର୍ଦ୍ଧ୍ବ ଟଙ୍କା ଲୁଟ ହୋଇଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ