Masthead

ବିଜେପିର ନିର୍ବାଚନୀ ପ୍ରସ୍ତୁତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉଭୟ ରାଜ୍ୟ ଓ କେନ୍ଦ୍ରରେ ଆଗୁଆ ନିର୍ବାଚନ ନେଇ ତତ୍ପର ଅଛନ୍ତି ସମସ୍ତ ରାଜନୈତିକ ଦଳ । ୨୦୨୪ ନିର୍ବାଚନ ପୂର୍ବରୁ ପ୍ରତେକ ଦଳ ନିଜ ନିଜର ରଣନୀତି କରୁଛନ୍ତି । ଏହାରି ମଧ୍ୟରେ ରାଜ୍ୟ ବିଜେପିର କୋର୍ କମିଟି ବୈଠକ ଆରମ୍ଭ ହୋଇଛି । ଏହି ବୈଠକରେ ବିଜେପିର କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଉପସ୍ଥିତ ଅଛନ୍ତି । ବିଜୟ ସିଂହ ତୋମାର, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଉପସ୍ଥିତ ଅଛନ୍ତି । ରାଷ୍ଟ୍ରୀୟ ଉପାଧକ୍ଷ ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଓ ରାଜ୍ୟ ସଭାପତି ମନମୋହନ ସାମଲ , ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର ସାଂସଦ ପ୍ରତାପ ଷଡଙ୍ଗୀ, ଜୁଏଲ ଓରାମ, ବସନ୍ତ ପଣ୍ଡା, ସୁରମା ପାଢୀ, ସମୀର ମହାନ୍ତି, କନକବର୍ଦ୍ଧନ ସିଂଦେଓ ମଧ୍ୟ ଉପସ୍ଥିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ