Masthead

ବିଜେପିର ନିର୍ବାଚନୀ ପ୍ରସ୍ତୁତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଉଭୟ ରାଜ୍ୟ ଓ କେନ୍ଦ୍ରରେ ଆଗୁଆ ନିର୍ବାଚନ ନେଇ ତତ୍ପର ଅଛନ୍ତି ସମସ୍ତ ରାଜନୈତିକ ଦଳ । ୨୦୨୪ ନିର୍ବାଚନ ପୂର୍ବରୁ ପ୍ରତେକ ଦଳ ନିଜ ନିଜର ରଣନୀତି କରୁଛନ୍ତି । ଏହାରି ମଧ୍ୟରେ ରାଜ୍ୟ ବିଜେପିର କୋର୍ କମିଟି ବୈଠକ ଆରମ୍ଭ ହୋଇଛି । ଏହି ବୈଠକରେ ବିଜେପିର କ୍ଷେତ୍ରୀୟ ପ୍ରଭାରୀ ସୁନୀଲ ବଂଶଲ ଉପସ୍ଥିତ ଅଛନ୍ତି । ବିଜୟ ସିଂହ ତୋମାର, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ବିଶ୍ୱେଶ୍ୱର ଟୁଡୁ ମଧ୍ୟ ଉପସ୍ଥିତ ଅଛନ୍ତି । ରାଷ୍ଟ୍ରୀୟ ଉପାଧକ୍ଷ ବୈଜୟନ୍ତ ପଣ୍ଡା, ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ ପାତ୍ର ଓ ରାଜ୍ୟ ସଭାପତି ମନମୋହନ ସାମଲ , ବିରୋଧୀଦଳ ନେତା ଜୟନାରାୟଣ ମିଶ୍ର ସାଂସଦ ପ୍ରତାପ ଷଡଙ୍ଗୀ, ଜୁଏଲ ଓରାମ, ବସନ୍ତ ପଣ୍ଡା, ସୁରମା ପାଢୀ, ସମୀର ମହାନ୍ତି, କନକବର୍ଦ୍ଧନ ସିଂଦେଓ ମଧ୍ୟ ଉପସ୍ଥିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା