Masthead

ଆଜି ବସିବ ରାଜ୍ୟ ବିଜେପି ପଦାଧିକାରୀ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଆଜି ବସିବ ବିଜେପି ରାଜ୍ୟ ପଦାଧିକାରୀ ବୈଠକ । ବିଜେପି ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ଅଧ୍ୟକ୍ଷତାରେ ରାଜ୍ୟ କାର୍ୟ୍ୟାଳୟରେ ବସିବ ବୈଠକ। ନିର୍ବାଚନ ପ୍ରବାରୀ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ ଦୁଇ ନେତା ଓଡ଼ିଶା ଗସ୍ତରେ ଅଛନ୍ତି । ଏହି ବୈଠକରେ ୨୦୨୪ ନର୍ବାଚନ ନେଇ ହେବ ଆଲୋଚନା । ଉଭୟ ନେତା ଏଥର ରାଜ୍ୟରେ ବିଜେପିର ସରକାର ସୁନିଶ୍ଚିତ ବୋଲି ଦମ୍ବୋକ୍ତି ବାଢ଼ିଛନ୍ତି । ତୋମାର କହିଛନ୍ତି, ଏଥର ଓଡିଶାରେ ହେବ ଡବଲ୍ ଇଞ୍ଜିନ୍ ସରକାର । ୮୦ରୁ ଅଧିକ ବିଧାୟକ ଏବଂ ୧୬ରୁ ଅଧିକ ସାଂସଦ ଜିତିକି ଆସିବେ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା