ଆଜି ବସିବ ରାଜ୍ୟ ବିଜେପି ପଦାଧିକାରୀ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଆଜି ବସିବ ବିଜେପି ରାଜ୍ୟ ପଦାଧିକାରୀ ବୈଠକ । ବିଜେପି ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ଏବଂ ସହ ପ୍ରଭାରୀ ଲତା ଉସେଣ୍ଡିଙ୍କ ଅଧ୍ୟକ୍ଷତାରେ ରାଜ୍ୟ କାର୍ୟ୍ୟାଳୟରେ ବସିବ ବୈଠକ। ନିର୍ବାଚନ ପ୍ରବାରୀ ଦାୟିତ୍ୱ ନେବା ପରେ ପ୍ରଥମ ଥର ପାଇଁ ଦୁଇ ନେତା ଓଡ଼ିଶା ଗସ୍ତରେ ଅଛନ୍ତି । ଏହି ବୈଠକରେ ୨୦୨୪ ନର୍ବାଚନ ନେଇ ହେବ ଆଲୋଚନା । ଉଭୟ ନେତା ଏଥର ରାଜ୍ୟରେ ବିଜେପିର ସରକାର ସୁନିଶ୍ଚିତ ବୋଲି ଦମ୍ବୋକ୍ତି ବାଢ଼ିଛନ୍ତି । ତୋମାର କହିଛନ୍ତି, ଏଥର ଓଡିଶାରେ ହେବ ଡବଲ୍ ଇଞ୍ଜିନ୍ ସରକାର । ୮୦ରୁ ଅଧିକ ବିଧାୟକ ଏବଂ ୧୬ରୁ ଅଧିକ ସାଂସଦ ଜିତିକି ଆସିବେ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!