Masthead

ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ ଓ ମନ୍ତ୍ରୀ ପରିଷଦ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଅପରାହ୍ନରେ ବସିବ ରାଜ୍ୟ କ୍ୟାବିନେଟ । ମୁଖ୍ୟମନ୍ତୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ବସିବ ବୈଠକ । ଏହି ବୈଠକରେ ମନ୍ତ୍ରୀ ପରିଷଦ ସଭ୍ୟ ଓ ବିଭାଗୀୟ ସଚିବ ଦେବେ ଯୋଗ ।ବିଭିନ୍ନ ବିଭାଗର ପ୍ରସ୍ତାବରେ ବାଜିପାରେ କ୍ୟାବିନେଟ ମୋହର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବସିବାକୁ ଥିବା ମନ୍ତ୍ରୀ ପରିଷଦ ବୈଠକରେ ବିଧାନସଭାରେ ଉପସ୍ଥାପିତ ହେବାକୁ ଥିବା ୨୦୨୫-୨୬ ଆର୍ଥିକ ବର୍ଷର ବଜେଟକୁ ଅନୁମୋଦନ ମିଳିବ ବୋଲି ସୂଚନା ମିଳିଛି ।

ଏହାପରେ କ୍ୟାବିନେଟ୍‌ ବୈଠକ ବସିବ । ରାଜ୍ୟ ସ୍ୱାର୍ଥ ସମ୍ବଳିତ କିଛି ପ୍ରସଙ୍ଗରେ ଆଲୋଚନା ହେବା ପରେ କ୍ୟାବିନେଟ୍‌ ତାକୁ ଅନୁମୋଦନ କରିବ । ନିର୍ଦ୍ଦିଷ୍ଟ ଏଜେଣ୍ଡା ସମ୍ପର୍କରେ ସୂଚନା ମିଳିନି । ଅପରାହ୍ନରେ ବୈଠକ ବସିବାକୁ ଧାର୍ଯ୍ୟ ହୋଇଛି । ସୂଚନା ଅନୁଯାଇ ଆସନ୍ତା ୧୭ରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଜେଟ ଆଗତ କରିବେ । ଏହା ପୂର୍ବରୁ ଫେବୃୟାରୀ ୧୨ରେ ବସିବ ସର୍ବଦଳୀୟ ବୈଠକ । ବଜେଟ ରୂପରେଖ ନେଇ ହେବ ଆଲୋଚନା । ଏହାକୁ ଦୃଷ୍ଟିରେ ରଖି ଆଜି ବସିବ କ୍ୟାବିନେଟ ବୈଠକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ