Masthead

ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ । ଦିନ ୧୧ଟାରେ କ୍ୟାବିନେଟ ବୈଠକ ହେବ,ଏଥିରେ ୭ଟିରୁ ଅଧିକ ପ୍ରସ୍ତାବ ଉପରେ ମୋହର ବାଜିବା ସମ୍ଭାବନା ରହିଛି । ପଞ୍ଚାୟତିରାଜ, ସ୍ବାସ୍ଥ୍ୟ, ନଗର ଉନ୍ନୟନ, ମହିଳା ଶିଶୁ ବିକାଶ ଆଦି ବିଭାଗର କିଛି ପ୍ରସ୍ତାବ ଉପରେ ମୋହର ବାଜିପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 ‘ଅଭିଯୋଗ ପ୍ରକୋଷ୍ଠରେ ୯୧% ଅଭିଯୋଗ ସମାଧାନ ହୋଇଛି’ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା