Masthead

ଆଜି ରାଜ୍ୟ କ୍ୟାବିନେଟ୍‌, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ହୋଇପାରେ ଆଲୋଚନା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ପୂର୍ବାହ୍ନ ସାଢ଼େ ୧୧ଟା ବେଳେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବ। ବୈଠକ ପରେ ଲୋକସେବା ଭବନସ୍ଥିତ କନଭେନସନ୍ ସେଣ୍ଟରରେ ସାମ୍ବାଦିକ ସମ୍ମିଳନୀରେ ସରକାରଙ୍କ ପକ୍ଷରୁ କ୍ୟାବିନେଟ ନିଷ୍ପତ୍ତି ସମ୍ପର୍କରେ ସୂଚନା ଦିଆଯିବ । ଗତ ଜୁନ୍ ୧୨ରେ ମୁଖ୍ୟମନ୍ତ୍ରୀ ଓ ତାଙ୍କ ମନ୍ତ୍ରିମଣ୍ଡଳ ଶପଥ ନେଇଥିଲେ।

ଶପଥ ଗ୍ରହଣ ସମାରୋହ ସରିବା ପରେ ସେଦିନ ସନ୍ଧ୍ୟାରେ ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା। ବୈଠକରେ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା, ଶ୍ରୀମନ୍ଦିର ପାଇଁ କର୍ପସ ପାଣ୍ଠି, ସୁଭଦ୍ରା ଯୋଜନା, କୃଷକ ପାଇଁ ଧାନ ଏମ୍ଏସ୍ପି ୩୧୦୦ ଟଙ୍କା କରିବା ପ୍ରସ୍ତାବକୁ ଅନୁମୋଦନ ମିଳିଥିଲା। ପ୍ରଥମ କ୍ୟାବିନେଟରେ ବିଜେପି ସରକାର ନିର୍ବାଚନ ପ୍ରତିଶ୍ରୁତି ପୂରଣ ନେଇ ୪ଟି ବଡ଼ ଘୋଷଣା କରିଥିଲେ । ଆଜିର କ୍ୟାବିନେଟରେ ରାଜ୍ୟ ସ୍ୱାର୍ଥ ସମ୍ବଳିତ କିଛି ବଡ଼ ଘୋଷଣା ହୋଇପାରେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ