Masthead

ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟ କ୍ୟାବିନେଟ୍ । ଅପରାହ୍ନ ୫ ଟା ୪୫ ମିନିଟରେ ରାଜ୍ୟ କ୍ୟାବିନେଟର ଗରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭର୍ଚୁଆଲ ମାଧ୍ୟମରେ ବୈଠକରେ ଅଧ୍ୟକ୍ଷତା କରିବେ । ଆଜି କ୍ୟାବିନେଟ ବୈଠକରେ ସୁକ୍ଷ୍ମ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ, କୃଷି, ସ୍ୱସ୍ଥ୍ୟ, ଜଳ ସମ୍ପଦ ଭଳି କେତେକ ଗୁରୁତ୍ୱପୂର୍ଣ୍ଣ ବିଭାଗର ପ୍ରାୟ ୧୦ ଟି ପ୍ରସ୍ତାବକୁ ମଳିବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ