Masthead

ଅଗଷ୍ଟ ପହିଲାରେ ରାଜ୍ୟ କ୍ୟାବିନେଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ଯାଉଛି । ୬ଟି ବିଭାଗର ୭ଟିରୁ ଉଦ୍ଧ୍ୱର୍ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର । ଅଗଷ୍ଟ ୧ରେ ଲୋକସଭା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ଅନୁଷ୍ଠିତ ହେବ ଏହି ବୈଠକ । ଏହି ରାଜ୍ୟ କ୍ୟାବିନେଟ୍ ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିବ ମୋହର । ସେଥିମଧ୍ୟରେ ରାଜ୍ୟର ରାଜସ୍ୱ ନୀତିରେ କେତେକ ସଂଶୋଧନ ସହ ଶିକ୍ଷା, ସ୍ୱାସ୍ଥ୍ୟ ଭଳି ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବମାନ ରହିଛି ।

ଇତିମଧ୍ୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟ କ୍ୟାବିନେଟ୍ର ୨୨ଟି ବୈଠକ ଅନୁଷ୍ଠିତ ହୋଥସାରିଲାଣି । ସେଥିରେ ରାଜ୍ୟର ଶିକ୍ଷା, ସ୍ୱାସ୍ଥ୍ୟ, ମହିଳା ଓ ଚାଷୀଙ୍କ ବିକାଶ ସହିତ ସରକାରି କର୍ମଚାରୀଙ୍କ ବିଭିନ୍ନ କ୍ୟାଡର ସଂଶୋଧନ ନିୟମ ଅଣାଯାଇଛି । ତେବେ ସରକାରଙ୍କର ଏହି ପ୍ରୟାସ ୨୦୩୬ ସୁଦ୍ଧା ଓଡ଼ିଶାକୁ ଏକ ବିକଶିତ ରାଜ୍ୟରେ ପରଗିଣତ କରିବା ଦିଗରେ ପାଦେ ଆଗେଇ ନେବ । ବିକଶିତ ଓଡ଼ିଶାର ସ୍ୱପ୍ନକୁ ଧିରେ ଧିରେ ଶାକାର କରୁଛି ଡ଼ବଲ ଇଞ୍ଜିନ୍ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା