Masthead

ପ୍ରତିଶ୍ରୁତିରେ କ୍ୟାବିନେଟ ମୋହର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟ ବୈଠକ । ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଦିନ ୧୦ଟା ୩୦ରେ ଆୟୋଜିତ ହେବ ଏହି ବୈଠକ । ୧୯ ନିର୍ବାଚନରେ ଦେଇଥିବା ପ୍ରତିଶୃତିରେ ଲାଗିବ କ୍ୟାବିନେଟ ମୋହର । ସେପଟେ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳି ସରକାରକୁ ପୂରିଲା ୪ ବର୍ଷ ।୨୦୧୯ ମେ’ ୨୯ରେ ଲଗାତାର ପଞ୍ଚମ ଥର ପାଇଁ ନବୀନ ପଟ୍ଟନାୟକ ସରକାର ଗଠନ କରିଥିଲେ । ସରକାର ଗଠନର ପ୍ରଥମ ଦିନରେ ବସିଥିଲା କ୍ୟାବିନେଟ୍‌ ବୈଠକ । ନିର୍ବାଚନୀ ଇସ୍ତାହାରରେ ଦିଆଯାଇଥିବା ପ୍ରତିଶ୍ରୁତି ପୂରଣ କରିବାକୁ କ୍ୟାବିନେଟ୍‌ ନିଷ୍ପତ୍ତି ନେଇଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ