Masthead

ଆଜି ରାଜ୍ୟ କ୍ୟାବିନେଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ବସିବ ରାଜ୍ୟ କ୍ୟାବିନେଟ । ଦିନ ୧୨ରେ ଲୋକସେବା ଭବନରେ ଅନୁଷ୍ଠିତ ହେବ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କଅଧ୍ୟକ୍ଷତାରେ ବସିବ ବୈଠକ । ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର ।

ରାଜ୍ୟ ସରକାର କୃଷି, ମହିଳାଙ୍କ ବିକାଶ ଉପରେ ଅଧିକ ଗୁରୁତ୍ୱ ଦେଇଥିବାବେଳେ ଭିତ୍ତିଭୂମି ବିକାଶକୁ ମଧ୍ୟ ପ୍ରାଧାନ୍ୟ ଦେଉଛନ୍ତି । କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତିକୁ ମିଳିପାରେ ଅନୁମୋଦନ । ବୟସ୍କ ନାଗରିକଙ୍କ କଲ୍ୟାଣ ଦିଗରେ କିଛି ନିଷ୍ପତ୍ତି ନିଆଯାଇପାରେ । ପଞ୍ଚାୟତିରାଜ, ସ୍ୱାସ୍ଥ୍ୟ. ଜଳସମ୍ପଦ, ସମବାୟ ବିଭାଗ ଉପରେ ବୈଠକରେ ପ୍ରସ୍ତାବ ଆଗତ ହେବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା