Masthead

ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅପରାହ୍ନ ୫ଟାରେ ବସିବ କ୍ୟାବିନେଟ ବୈଠକ । ଏହି ବୈଠକରେ ବିଭିନ୍ନ ବିଭାଗର ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଆଲୋଚନା ପରେ ଗୃହୀତ ହେବ ।

ପଞ୍ଚାୟତିରାଜ, ନଗର ଉନ୍ନୟନ, ଗୃହ, ଜଳ ସମ୍ପଦ ଏବଂ ପୂର୍ତ୍ତ ବିଭାଗର କେତେକ ପ୍ରସ୍ତାବ ଉପରେ ମୋହର ବାଜିବ ବୋଲି ସୂଚନା ମିଳିଛି। ଅନ୍ୟପକ୍ଷରେ ଆସନ୍ତା ଗୋଟିଏ ମାସ ପରେ ବିଜେପି ଶାସନାଧୀନ ସରକାରକୁ ବର୍ଷେ ପୂର୍ତ୍ତି ପାଳନ ହେବାକୁ ଥିବାବେଳେ କ୍ୟାବିନେଟ୍‌ରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ମୋହର ବାଜିପାରେ ବୋଲି ଶୁଣିବାକୁ ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା