Masthead

ଆସନ୍ତା କାଲି ରାଜ୍ୟ କ୍ୟାବିନେଟ, ଅତିରିକ୍ତ ବଜେଟକୁ ମିଳିପାରେ ଅନୁମୋଦନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଆସନ୍ତା କାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଶଦର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧକ୍ଷତାରେ ଆସନ୍ତାକାଲି ବୈଠକ ଅନୁଷ୍ଠିତ ହେବ । ବୈଠକରେ ଅତିରିକ୍ତ ବଜେଟକୁ ମିଳିପାରେ ଅନୁମୋଦନ । ଆସନ୍ତା ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ