Before Header

ଆସନ୍ତା କାଲି ରାଜ୍ୟ କ୍ୟାବିନେଟ, ଅତିରିକ୍ତ ବଜେଟକୁ ମିଳିପାରେ ଅନୁମୋଦନ

0 10

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଆସନ୍ତା କାଲି ରାଜ୍ୟ କ୍ୟାବିନେଟ ଓ ମନ୍ତ୍ରୀ ପରିଶଦର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧକ୍ଷତାରେ ଆସନ୍ତାକାଲି ବୈଠକ ଅନୁଷ୍ଠିତ ହେବ । ବୈଠକରେ ଅତିରିକ୍ତ ବଜେଟକୁ ମିଳିପାରେ ଅନୁମୋଦନ । ଆସନ୍ତା ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବାକୁ ଯାଉଛି ।

Leave A Reply

Your email address will not be published.