Masthead

ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ବସିବ ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହେବ। ବୈଠକରେ ୫ରୁ ଅଧିକ ଏଜେଣ୍ଡା ଉପରେ ମୋହର ବାଜିପାରେ। ଆଜି ଦିନ ୧୧ଟା ୩୦ରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ ।

ବିଶେଷ କରି ରତ୍ନଭଣ୍ଡାର ମରାମତି ନେଇ ଏସଓପି ସହିତ ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପ ଉପରେ କ୍ୟାବିନେଟ୍ ମୋହର ଲାଗିବ। ଆୟୁଷ୍ମାନ୍ ଯୋଜନା ସହିତ ବଜେଟରେ ପ୍ରସ୍ତାବିତ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା , ପାନୀୟ ଜଳ ଯୋଗାଣ ପାଇଁ ଧାର୍ୟ୍ୟ ଅବଧି ଏବଂ ଅର୍ଥ ଆବଣ୍ଟନ ସହିତ ଏବେ ରାଜ୍ୟରେ ଦେଖାଦେଇଥିବା ଆଳୁ ସଙ୍କଟ ଭଳି ପ୍ରସଙ୍ଗରେ କ୍ୟାବିନେଟରେ ଗୁରୁତ୍ଵପୂର୍ଣ୍ଣ ନିଷ୍ପତ୍ତି ନିଆଯିବାର ସମ୍ଭାବନା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା