Masthead

ଘୋଷଣା ହେଲା ରାଜ୍ୟ ଚଳଚ୍ଚିତ୍ର ଓ ଟେଲି ପୁରସ୍କାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ରାଜ୍ୟ ଚଳଚ୍ଚିତ୍ର, ଟେଲି ପୁରସ୍କାର ଘୋଷଣା । ଘୋଷଣା କରିଛନ୍ତି ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ । ଶ୍ରେଷ୍ଠ ଟେଲି ଫିଲ୍ମ ହୋଇଛି ‘କାଳିଆ କରୁଛି ଲୀଳା’ । ପୁରସ୍କୃତ ହେବ ଟେଲି ସିରିୟଲ ‘ସରଗମ୍’ ।

ଶ୍ରେଷ୍ଠ ନିର୍ଦ୍ଦେଶକ ପାଇଁ ମୋହନ ସୁନ୍ଦରଦେବ ଗୋସ୍ୱାମୀ ପୁରସ୍କାର ପାଇବେ ନୀଳମାଧବ ପଣ୍ଡା । ଘନଶ୍ୟାମ ମହାପାତ୍ର ପାଇବେ ଜୟଦେବ ପୁରସ୍କାର । ‘କାଲିର ଅତୀତ’ ଶ୍ରେଷ୍ଠ ଚଳଚ୍ଚିତ୍ର । ‘ଖୁସି’ପାଇଁ ସରୋଜ ପରିଡ଼ା ଶ୍ରେଷ୍ଠ ଅଭିନେତା । ‘ଖୁସି’ଚଳଚ୍ଚିତ୍ର ପାଇଁ ଉଭୟ ମନୋନୀତ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ