Masthead

ଗୃହମନ୍ତ୍ରୀଙ୍କୁ ଭେଟିଲେ ରାଜ୍ୟ ସରକାର

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ନୂଆଦିଲ୍ଲୀ ଗସ୍ତରେ ଅଛନ୍ତି ରାଜ୍ୟ ସରକାର । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହାଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଉଭୟ ନେତାଙ୍କ ମଧ୍ୟରେ ରାଜ୍ୟର ଆଭ୍ୟନ୍ତରୀଣ ସୁରକ୍ଷା, ଆଇନ-ଶୃଙ୍ଖଳା ବ୍ୟବସ୍ଥା, ସମବାୟ କ୍ଷେତ୍ରର ସୁଦୃଢ଼ୀକରଣ ଏବଂ ଓଡ଼ିଶାର ସାମଗ୍ରିକ ବିକାଶ ନେଇ ସକାରାତ୍ମକ ଆଲୋଚନା ହୋଇଛି। କେନ୍ଦ୍ର ଓ ରାଜ୍ୟର ସମନ୍ୱିତ ସହଯୋଗରେ ଏକ ବିକଶିତ ଓ ସମୃଦ୍ଧ ଓଡ଼ିଶା ଗଠନ ପାଇଁ ଉଭୟ ସରକାର ପ୍ରତିବଦ୍ଧ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

ଗୃହମନ୍ତ୍ରୀଙ୍କ ସହ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କୁ ମଧ୍ୟ ସାକ୍ଷାତ କରିଛନ୍ତି । ରାଜ୍ୟରେ ରେଳ ଭିତ୍ତିଭୂମିର ବିକାଶ, ନୂତନ ରେଳ ଲାଇନ୍ ପ୍ରକଳ୍ପର କାର୍ଯ୍ୟକାରିତା ଓ ଯୋଗାଯୋଗ ବ୍ୟବସ୍ଥାର ସୁଦୃଢ଼ୀକରଣ ନେଇ ସକରାତ୍ମକ ଆଲୋଚନା ହୋଇଥିବା ସୂଚନା ମିଳିଛି। କେନ୍ଦ୍ର ସରକାରଙ୍କ ସହଯୋଗରେ ଏକ ବିକଶିତ ଓ ସମୃଦ୍ଧ ଓଡ଼ିଶା ଗଠନ ଦିଗରେ ଆମେ ନିରନ୍ତର ଆଗେଇ ଚାଲିଛୁ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା