Masthead

ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଗାଡି ମାଲିକ ଓ ଚାଳକଙ୍କୁ ବଡ଼ ଆଶ୍ଵସ୍ତି । ପିୟୁସିସି ଜରିମାନା ରାଶି ହ୍ରାସ କଲେ ରାଜ୍ୟ ସରକାର । ୨୦୧୯ ମସିହାରୁ ପ୍ରଦୂଷଣ ନିୟମ ଉଲଂଘନ ପାଇଁ ଧାର୍ଯ୍ୟ ହୋଇଥିବା ୧୦,୦୦୦ ଜରିମାନା ରାଶିକୁ ଏବେ ହ୍ରାସ କରିଛନ୍ତି ସରକାର । PUCC ରେ ରାଜ୍ୟ ସରକାର କଲେ କୋହଳ । ଦୁଇରୁ ତିନି ଚକିଆ ଗାଡ଼ି ପ୍ରଥମ ଥର ପାଇଁ ନିୟମ ଭାଙ୍ଗିଲେ ୧ ହଜାର ଜୋରିମାନା ଧାର୍ଯ୍ୟ ହୋଇଥିବା ବେଳେ ଦିତ୍ଵୀୟ ବାର ନିୟମ ଭାଙ୍ଗିଲେ ହଜାର ଦେବାକୁ ପଡିବ ।

ସେହିଭଳି ଚାରି ଚାକିଆରୁ ଟ୍ରାକ୍ଟର ଭଳି ଗାଡ଼ି ପାଇଁ ପ୍ରଥମ ଥର ପାଇଁ ହଜାର ଟଙ୍କା ରହିଥିବା ବେଳେ ଦ୍ୱିତୀୟ ବାର ପାଇଁ ହଜାର ଦେବାକୁ ପଡିବ । ସେପଟେ ଟ୍ରାନ୍ସପୋର୍ଟ ଗାଡ଼ି ଗୁଡ଼ିକ ନିମନ୍ତେ ହଜାରୁ ହଜାର ଜୋରିମାନା ଦେବାକୁ ପଡ଼ିବ ବୋଲି ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା 🔴 ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର 🔴 ଅଧା ରାଜ୍ୟରେ ବର୍ଷା! 🔴 ଦିଲ୍ଲୀ ଯିବେ ମୋହନ-ନବୀନ! 🔴 ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ 🔴 ପାଖରେ ନଥିଲେ ଆତ୍ମୀୟ, ଶବ ବୋହିଲେ ପୋଲିସ ଅଧିକାରୀ 🔴 ପିୟୁସିସି ଜରିମାନା ହ୍ରାସ କଲେ ରାଜ୍ୟ ସରକାର 🔴 ପୁଣି ମୁହାଁମୁହିଁ ଇରାନ୍-ଆମେରିକା 🔴 ୩ଟି ଜିଲ୍ଲାରେ ଆହୁରି ବର୍ଷିବ 🔴 ଲୋକଭବନକୁ IGBC ପ୍ଲାଟିନମ୍ ଗ୍ରୀନ୍ କ୍ୟାମ୍ପସ୍ ସାର୍ଟିଫିକେସନ 🔴 ମାସେ ହେଲା ଠପ୍‌ ରୋଷେଇ, ଅଙ୍ଗନୱାଡି ଆସୁ ନାହାନ୍ତି ପିଲା 🔴 ବଢୁଛି ବୁଢ଼ାବଳଙ୍ଗ ନଦୀର ଜଳସ୍ତର 🔴 ଅଧା ରାଜ୍ୟରେ ବର୍ଷା! 🔴 ଦିଲ୍ଲୀ ଯିବେ ମୋହନ-ନବୀନ! 🔴 ଡିଏଭି ପୋଖରୀପୁଟରେ ମେଧାବୀ ସମ୍ବର୍ଦ୍ଧନା ଉତ୍ସବ 🔴 ପାଖରେ ନଥିଲେ ଆତ୍ମୀୟ, ଶବ ବୋହିଲେ ପୋଲିସ ଅଧିକାରୀ