Masthead

ରାଜ୍ୟ ସରକାର ନିଯୁକ୍ତି ଦେବାରେ ବିଫଳ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାର ନିଯୁକ୍ତି ଦେବାରେ ବିଫଳ । ରିପୋର୍ଟ ଅନୁସାରେ ଓଡ଼ିଶାର ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳରେ ବେକାରୀ ସଂଖ୍ୟା ଅଧିକ । ୨୦୨୩ ଫେବୃଆରୀରେ ମହାରାଷ୍ଟ୍ର, ତାମିଲନାଡୁ, ଗୁଜରାଟ, ହରିୟଣା, କର୍ଣ୍ଣାଟକ ଆଦି ରାଜ୍ୟରେ ଲକ୍ଷାଧିକ ଲୋକ ନିଯୁକ୍ତି ପାଇଛନ୍ତି । କିନ୍ତୁ ଫେବୃୟାରୀରେ ଓଡ଼ିଶାରେ ମାତ୍ର ୧୭ ହଜାର ୪୫୯ ଜଣ ନିଯୁକ୍ତି ପାଇଛନ୍ତି । ରାଜ୍ୟର କେଉଁ ନୀତି ଯୋଗୁଁ ରାଜ୍ୟରେ ଏଭଳି ନିଯୁକ୍ତି କମିଛି, ସରକାର ସ୍ପଷ୍ଟୀକରଣ ଦିଅନ୍ତୁ ବୋଲି ବିଜେପି କହିଛି । ରାଜ୍ୟରେ ନିଯୁକ୍ତି ବୃଦ୍ଧି କରିବା ଦିଗରେ ମୁଖ୍ୟମନ୍ତ୍ରୀ ଉଦ୍ୟମ କରୁଛନ୍ତି। ଶିଳ୍ପ ପ୍ରତିଷ୍ଠା ଦିଗରେ ଗୁରୁତ୍ବ ଦେଉଛନ୍ତି। ରାଜ୍ୟରେ ବେକାରୀ ସଂଖ୍ୟା କମିଛି ବୋଲି ବିଜେଡି କହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ଓଏଏସ ଅଧିକାରୀଙ୍କ ଘରେ ଭିଜିଲାନ୍ସର ଚଢ଼ାଉ 🔴 ଇରାନ ବୈଦେଶିକ ମନ୍ତ୍ରୀଙ୍କ ସହ କଥା ହେଲେ ଜୟଶଙ୍କର 🔴 ବିମାନ ଭଡ଼ାରେ ପ୍ରାୟ ୧୫ ପ୍ରତିଶତ ବୃଦ୍ଧି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ