Masthead

ଓବିସିଙ୍କ ପ୍ରତି ରାଜ୍ୟ ସରକାରଙ୍କ ଆନ୍ତରିକାତା ନାହିଁ: ନରସିଂହ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ଓବିସି ସଂରକ୍ଷଣ ପ୍ରସଙ୍ଗକୁ ନେଇ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ରଙ୍କ ପ୍ରତିକ୍ରିୟା… ।ଓବିସିଙ୍କ ପାଇଁ ରାଜ୍ୟ ସରକାରଙ୍କର ଆଦୌ ଦରଦ ନାହିଁ । ଗତ ପଞ୍ଚାୟତ ଓ ପୌର ନିର୍ବାଚନରେ ସଂରକ୍ଷଣ ରଖିଲେ ନାହିଁ । ଓବିସି କମିଶନର ଯେତିକି ପାଇଛନ୍ତି ରିପୋର୍ଟ ଦେଇଛନ୍ତି । କିନ୍ତୁ ସରକାର ବୋଧେ ଏବେ ସୁଦ୍ଧା ରିପୋର୍ଟ ଗ୍ରହଣ କରି ନାହାନ୍ତି ।

ତେବେ ଏହା ନିରାଟ ସତ୍ୟ ଯେ, ରାଜ୍ୟ ସରକାର ଓବିସି ପ୍ରେମୀ ନୁହନ୍ତି । ଓବିସି ମାନଙ୍କର ବିରୋଧରେ ଅଛନ୍ତି ସରକାର । ଯଦି ବର୍ତ୍ତମାନ ଓବିସି ମାନେ ପ୍ରତିକ୍ରିୟାଶୀଳ ହେବେ, ତାହେଲେ ନବୀନ ସରକାର ଦୋହଲି ଯିବ ଏବଂ ନିର୍ବାଚନ ଉପରେ ମଧ୍ୟ ଜୋରଦାର ପ୍ରଭାବ ପଡ଼ିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି