Masthead

ରାଜ୍ୟ ସୂଚନା କମିଶନର ହେଲେ ସୁଶାନ୍ତ କୁମାର ମହାନ୍ତି

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ରାଜ୍ୟ ସୂଚନା କମିଶନର ଭାବେ ନିଯୁକ୍ତି ପାଇଲେ ବରିଷ୍ଠ ସାମ୍ବାଦିକ ସୁଶାନ୍ତ କୁମାର ମହାନ୍ତି ।  ଆଜି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବାଭାଗ ଦ୍ବାରା ଏକ ବିଜ୍ଞପ୍ତି ପ୍ରକାଶ କରି ଏହି ସୂଚନା ଦିଆଯାଇଛି ।  ଗତବର୍ଷ ଅଗଷ୍ଟ ମାସରେ ଶ୍ରୀ ମହାନ୍ତି ଦୈନିକ ସମ୍ବାଦପତ୍ର ‘ସମାଜ’ର କାର୍ଯ୍ୟନିର୍ବାହୀ ସମ୍ପାଦକ ପଦରୁ ଅବସର ନେଇଥିଲେ ।

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଥିବା କମିଟିର ସୁପାରିଶ ଆଧାରରେ ଶ୍ରୀ ମହାନ୍ତିଙ୍କୁ ଏହି ନୂଆ ଦାୟୀତ୍ବ ଦିଆଯାଇଛି ।  ଦୀର୍ଘବର୍ଷ ଧରି ସାମ୍ବାଦିକତା ସହ ଜଡ଼ିତ ଥିବା ଶ୍ରୀ ମହାନ୍ତି  କ୍ରୀଡ଼ା ସାମ୍ବାଦିକ ଭାବେ ତାଙ୍କ କ୍ୟାରିୟର ଆରମ୍ଭ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା