Masthead

ରାଜ୍ୟ ରାଜନୀତିରେ ହଲଚଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ରାଜ୍ୟ ରାଜନୀତିରେ ହଲଚଲ । ବିଧାନସଭା ବାଚସ୍ପତି ବିକ୍ରମ ଆରୁଖଙ୍କ ଇସ୍ତଫା ପରେ ଦୁଇ ରାଷ୍ଟ୍ରମନ୍ତ୍ରୀ ଦେଲେ ଇସ୍ତଫା । ପ୍ରଥମେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ପରେ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ଦେଲେ ଇସ୍ତଫା । ପଶ୍ଚିମ ଓଡ଼ିଶାର କିଛି ମନ୍ତ୍ରୀ ଦେଇ ପାରନ୍ତି ଇସ୍ତଫା । ଆସନ୍ତାକାଲି ହୋଇପାରେ ମନ୍ତ୍ରିମଣ୍ଡଳ ଅଦଳବଦଳ । ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିବା ପରେ ନୂଆମନ୍ତ୍ରୀମାନେ ଶପଥ ନେଇପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ