Masthead

ରାଜ୍ୟ ରାଜନୀତିରେ ହଲଚଲ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ରାଜ୍ୟ ରାଜନୀତିରେ ହଲଚଲ । ବିଧାନସଭା ବାଚସ୍ପତି ବିକ୍ରମ ଆରୁଖଙ୍କ ଇସ୍ତଫା ପରେ ଦୁଇ ରାଷ୍ଟ୍ରମନ୍ତ୍ରୀ ଦେଲେ ଇସ୍ତଫା । ପ୍ରଥମେ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ପରେ ଗଣଶିକ୍ଷାମନ୍ତ୍ରୀ ସମୀର ଦାଶ ଦେଲେ ଇସ୍ତଫା । ପଶ୍ଚିମ ଓଡ଼ିଶାର କିଛି ମନ୍ତ୍ରୀ ଦେଇ ପାରନ୍ତି ଇସ୍ତଫା । ଆସନ୍ତାକାଲି ହୋଇପାରେ ମନ୍ତ୍ରିମଣ୍ଡଳ ଅଦଳବଦଳ । ମୁଖ୍ୟମନ୍ତ୍ରୀ ଦିଲ୍ଲୀରୁ ଫେରିବା ପରେ ନୂଆମନ୍ତ୍ରୀମାନେ ଶପଥ ନେଇପାରନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ