Masthead

ଘର ଘର ବୁଲି ମାଟି ସଂଗ୍ରହ କଲେ ରାଜ୍ୟ ସଭାପତି ମନମୋହନ ସାମଲ

ଉମରକୋଟ(ବଡ଼ ଖବର ବ୍ୟୁରୋ):‘ମୋ ମାଟି ମୋ ଦେଶ’ କାର୍ଯ୍ୟକ୍ରମରେ ଯୋଗ ଦେଇ ଘର ଘର ବୁଲି ମାଟି ସଂଗ୍ରହ କଲେ ରାଜ୍ୟ ସଭାପତି ମନମୋହନ ସାମଲ । ଦୁଇ ଦିନିଆ ନବରଙ୍ଗପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର ଉମରକୋଟ ନିର୍ବାଚନ ମଣ୍ଡଳୀରେ ପହଞ୍ଚି ଥିଲେ ରାଜ୍ୟ ସଭାପତି ମନମୋହନ ସାମଲ । କର୍ମୀ ସମ୍ମିଳନୀ ରେ ଯୋଗ ଦେଇ ଆସନ୍ତା ସାଧାରଣ ନିର୍ବାଚନ ପାଇଁ କିଭଳି ପ୍ରସ୍ତୁତ ରହିବେ ଓ ରାଜ୍ୟ ସରକାରଙ୍କ ବିଫଳତା କୁ ଲୋକଙ୍କ ନିକଟରେ ପହଞ୍ଚାଇବେ ସେ ଦିଗରେ ମାର୍ଗ ଦର୍ଶନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ