Masthead

ଘର ଘର ବୁଲି ମାଟି ସଂଗ୍ରହ କଲେ ରାଜ୍ୟ ସଭାପତି ମନମୋହନ ସାମଲ

ଉମରକୋଟ(ବଡ଼ ଖବର ବ୍ୟୁରୋ):‘ମୋ ମାଟି ମୋ ଦେଶ’ କାର୍ଯ୍ୟକ୍ରମରେ ଯୋଗ ଦେଇ ଘର ଘର ବୁଲି ମାଟି ସଂଗ୍ରହ କଲେ ରାଜ୍ୟ ସଭାପତି ମନମୋହନ ସାମଲ । ଦୁଇ ଦିନିଆ ନବରଙ୍ଗପୁର ଜିଲ୍ଲା ଗସ୍ତରେ ଆସି ଜିଲ୍ଲାର ଉମରକୋଟ ନିର୍ବାଚନ ମଣ୍ଡଳୀରେ ପହଞ୍ଚି ଥିଲେ ରାଜ୍ୟ ସଭାପତି ମନମୋହନ ସାମଲ । କର୍ମୀ ସମ୍ମିଳନୀ ରେ ଯୋଗ ଦେଇ ଆସନ୍ତା ସାଧାରଣ ନିର୍ବାଚନ ପାଇଁ କିଭଳି ପ୍ରସ୍ତୁତ ରହିବେ ଓ ରାଜ୍ୟ ସରକାରଙ୍କ ବିଫଳତା କୁ ଲୋକଙ୍କ ନିକଟରେ ପହଞ୍ଚାଇବେ ସେ ଦିଗରେ ମାର୍ଗ ଦର୍ଶନ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ