Masthead

ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣା । ଦୁର୍ଗାପୁର ଗଲେ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତି । ମହିଳା କମିଶନ ଅଧ୍ୟକ୍ଷାଙ୍କ ସମେତ ୩ ଜଣିଆ ଟିମ୍ ଦୁର୍ଗାପୁର ଗଲେ । ପୀଡ଼ିତା ଛାତ୍ରୀଙ୍କ ଚିକିତ୍ସା ସଂପର୍କରେ ପଚାରି ବୁଝିବୁ କହିଲେ । ତଦନ୍ତର ଅଗ୍ରଗତି ନେଇ ପଶ୍ଚିମବଙ୍ଗ ଡିଜିପିଙ୍କ ସହ ଆଲୋଚନା କରିବୁ । ଘଟଣାରେ ୩ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି।

ଅନ୍ୟ ଜଣଙ୍କୁ ଅଟକ ରଖି ଅଧିକ ତଦନ୍ତ କରୁଛି ଦୁର୍ଗାପୁର ପୁଲିସ । ଦୁର୍ଗାପୁର ପୁଲିସର ସୂଚନା ଅନୁଯାୟୀ ସମସ୍ତ ଅଭିଯୁକ୍ତ ମେଡିକାଲ କଲେଜକୁ ଲାଗି ରହିଥିବା ଜଙ୍ଗଲ ଆଖପାଖ ଅଞ୍ଚଳର। ପୀଡ଼ିତାଙ୍କ ପାଖରୁ ଛଡ଼ାଇ ନେଇଥିବା ମୋବାଇଲ୍‌କୁ ଟ୍ରାକ୍ କରି ପୁଲିସ ଅଭିଯୁକ୍ତଙ୍କ ପାଖରେ ପହଞ୍ଚିଥିଲା । ସେମାନେ ପାରନଗଞ୍ଜ ଜଙ୍ଗଲରେ ଲୁଚି ରହିଥିଲେ। ସମସ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି