Masthead

ମୂର୍ତ୍ତି ଉଚ୍ଚତା ବିବାଦ, ଆଜି ଆସିବ ରାୟ

କଟକ(ବଡ଼ ଖବର ବ୍ୟୁରୋ): ମୂର୍ତ୍ତି ଉଚ୍ଚତା ବିବାଦ । ଆଜି ଆସିବ ହାଇକୋର୍ଟଙ୍କ ରାୟ । ନିଜ ନିଜ ଜିଦରେ ଅଟଳ ରହିଛନ୍ତି ଉଭୟ ସରକାର ଓ କଟକ ପୂଜା କମିଟି । ଦୁର୍ଗା ପୂଜା ପାଖେଇ ଆସୁଥିବା ବେଳେ ମୂର୍ତ୍ତି ଉଚ୍ଚତା ଉପରୁ କଟକଣା ହଟାଇବା ଦାବି ତେଜିବାରେ ଲାଗିଛି । ଗତକାଲି ହାଇକୋର୍ଟରେ ଶୁଣାଣି ଶେଷ ହୋଇଥିବା ବେଳେ ଆଜି ରାୟ ଆସିବ ।

ତେବେ ଉଚ୍ଚତା କମିଲେ ସମସ୍ୟା କଣ ବୋଲି ଆବେଦନକାରୀଙ୍କୁ ପ୍ରଶ୍ନ କରିଛନ୍ତି ହାଇକୋର୍ଟ । ଏବଂ ନିୟମ କେବଳ କଟକ ପାଇଁ ନୁହେଁ ସାରା ଓଡ଼ିଶା ପାଇଁ । ମୂର୍ତ୍ତିର ଉଚ୍ଚତା ୪ଫୁଟ ଭିତରେ ରଖିବାକୁ ସରକାର ନିର୍ଦ୍ଦେଶ ଦେଇଥିବା ବେଳେ କେବଳ କଟକର ପୂଜା କମିଟି ଓ ଅନ୍ୟ ସାମାଜିକ ସଂଗଠନ ଗୁଡିକ ଏହାକୁ ବିରୋଧ କରୁଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ