Masthead

ମୂର୍ତ୍ତି ଉଚ୍ଚତା ପ୍ରସଙ୍ଗ, କଂଗ୍ରେସର ମୌନ ପ୍ରତିବାଦ

କଟକ (ବଡ଼ ଖବର ବ୍ୟୁରୋ): କଟକରେ ଦିନକୁ ଦିନ ମୂର୍ତ୍ତି ଉଚ୍ଚତା ଓ ପରଦା ଆଢୁଆଳରେ ମା’ଙ୍କ ପୂଜା କୁ ନେଇ ବଢୁଛି ବିବାଦ । ୪ଫୁଟ୍ ମୂର୍ତ୍ତି ଉଚ୍ଚତାକୁ ନେଇ ମଧ୍ୟ ହାଇକୋର୍ଟରେ ମାମଲା ହୋଇଛି । ଅନ୍ୟପକ୍ଷରେ ଦୀର୍ଘ ଦିନ ହେବ କଟକର ୪୦ଗୋଟି ସାମାଜିକ ସଂଗଠନ ଶାନ୍ତି ପୂର୍ଣ୍ଣ ପ୍ରତିବାଦ କରିବା ପରେ ଆଜି ଆମରଣ ଅନଶନ କରୁଛି ।

ତାସହ କଟକ ନଗର କଂଗ୍ରେସ ପୁରୀଘାଟ ସ୍ଥିତ ଗାନ୍ଧୀ ସ୍ମୃତି ପୀଠରେ ମୌନ ପ୍ରତିବାଦ ଆରମ୍ଭ ହୋଇଯାଇଛି । ପାରମ୍ପରିକ ମା’ଙ୍କ ମୂର୍ତ୍ତୀ ନିର୍ମାଣ ଓ ପୂଜାର୍ଚ୍ଚନା , କଟକ ସହର ସ୍ୱାଭିମାନର ସୁରକ୍ଷା ଏବଂ ଭକ୍ତମାନଙ୍କର ଭକ୍ତି ଭାବନାକୁ ସମ୍ମାନ ଜଣାଇ ଆସନ୍ତାକାଲି ଆଜି ପୁରୀଘାଟ ସ୍ଥିତ ଗାନ୍ଧୀ ସ୍ମୃତି ପୀଠରେ ମୌନ ପ୍ରତିବାଦ କରିଛନ୍ତି କଟକ ନଗର କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି