Masthead

ପୁରୀ ଅଗ୍ନିକାଣ୍ଡ, ଷ୍ଟାଟସ ରିପୋର୍ଟ ଦାଖଲ

ପୁରୀ (ବଡ଼ ଖବର ବ୍ୟୁରୋ):  ପୁରୀ ଲକ୍ଷ୍ମୀ ମାର୍କେଟ କମ୍ପ୍ଲେକ୍ସ ଅଗ୍ନିକାଣ୍ଡ ଘଟଣା । ଦାଖଲ ହେଲା ଷ୍ଟାଟସ ରିପୋର୍ଟ । ଅଗ୍ନିକାଣ୍ଡରେ ହୋଇଥିବା କ୍ଷୟକ୍ଷତିର ଷ୍ଟାଟସ ରିପୋର୍ଟ ଦାଖଲ କରାଯାଇଛି । ଉପଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଏକ କମିଟି ବସିଥିଲା । ମାର୍ଚ୍ଚ ୮ରେ ଅଗ୍ନିକାଣ୍ଡ ଘଟିଥିଲା । ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ପୋଡି ପାଉଁଶ ହୋଇଯାଇଥିଲା । ନିଆଁ ଲିଭାଇବା ପାଇଁ ୩୬ ଘଣ୍ଟା ସମୟ ଲାଗିଥିଲା । ସର୍ଟ ସର୍କିଟରୁ ନିଆଁ ଲାଗିଥିବା ସୂଚନା ମିଳିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ