Masthead

ବଜ୍ରକାପ୍ତା, କାତି ଜବତ: ୨ଗିରଫ

ସୁବର୍ଣ୍ଣପୁର, (ବଡ଼ ଖବର ବ୍ୟୁରୋ):ସୁବର୍ଣ୍ଣପୁରରେ ଦିନକୁ ଦିନ ବଢ଼ି ଚାଲିଛି ବଜ୍ରକାପ୍ତା ଚୋରା ଚାଲାଣ । ବନ ବିଭାଗର କିଛି ଅସାଧୁ କର୍ମଚାରୀଙ୍କ ଛତ୍ରଛାୟା ତଳେ ରହି ସକ୍ରିୟ ହୋଇ ପଡିଛିି ବଜ୍ରକାପ୍ତା ରାକେଟ । ଆଜି ଭୁବନେଶ୍ୱର କ୍ରାଇମବ୍ରାଞ୍ଚର ଏସଟିଏଫ ଏକ ବଜ୍ରକାପ୍ତା ରାକେଟକୁ ସୋନପୁରରୁ ଧରିଛି । ସୋନପୁର ମହାନଦୀ ବ୍ରିଜ ପୁରୁଣା ରାଜାଘର ଦିଲଭେଲପୁର ପକ୍କାପାଖରୁ ବଜ୍ରକାପ୍ତା ଚୋରାଚାଲାଣ ବେଳେ ଏସଟିଏଫ ମା଼ଡି ବସିଥିଲା ।

ଗୋଟିଏ ଜୀବନ୍ତ ବଜ୍ରକାପ୍ତା ଓ ୫ କେଜି ୬୫ ଗ୍ରାମ ବଜ୍ରକାପ୍ତା କାତି ଜବତ ହୋଇଛି । ଦୁଇଜଣଙ୍କୁ ଗିରଫ କରିଛି ଏସଟିଏଫ । ଅଭିଯୁକ୍ତମାନେ ହେଲେ ଉଲୁଣ୍ଡା ବ୍ଲକ କପାସିରାର ସୋମନାଥ ଓ ଗରିଧାମାଲ ଗାଁର ମାରସରଲାନ ବେଙ୍ଗେରା । ଦୁଇ ଅଭିଯୁକ୍ତଙ୍କୁ ସୋନପୁର ଏସଡିଜେଏମ କୋର୍ଟରେ ହାଜର କରାଯାଇଛି । ଆଉ ଜୀବନ୍ତ ବଜ୍ରକାପ୍ତାଙ୍କୁ ସୋନପୁର ବନ ବିଭାଗକୁ ହସ୍ତାନ୍ତର କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା