Masthead

ବ୍ଳକ ସମ୍ମୁଖରେ ଗିିର୍ଜିଲା ବସ୍ତା କଂଗ୍ରେସ

ବସ୍ତା(ବଡ଼ ଖବର ବ୍ୟୁରୋ): ବ୍ଲକ କାର୍ଯ୍ୟାଳୟ ରେ ହେଉଥିବା ଦୁର୍ନୀତିକୁ ବିରୋଧ କରି ୯ଦଫା ଦାବି ନେଇ ବସ୍ତା କଂଗ୍ରେସ ପକ୍ଷରୁ ବସ୍ତା ବ୍ଳକ ସମ୍ମୁଖରେ ଚାଲିଛି ଧାରଣା । ଦଳ ଅଭିଯୋଗ କରିଛି ଯେ, ୨୪ ବର୍ଷ ହେଲା ବିଜେଡି ସରକାର ଓଡ଼ିଶା ବାସୀଙ୍କ ପାଇଁ କିଛି ଆଖି ଦୃଶିଆ କାମ କରି ନାହିଁ । ରାଜ୍ୟରେ ବିଦ୍ୟୁତ ଦର ବୃଦ୍ଧି, ବେକାରୀ ସମସ୍ୟାକୁ ନେଇ ବ୍ଲକ ଆଗରେ ପ୍ରତିବାଦ କରିଛି କଂଗ୍ରେସ ।

ପିସି କାରବାର, ପାୱାର କଟ୍, ବିଦ୍ୟୁତ ଦର ବୃଦ୍ଧି, ବେକାର ଯୁବକଙ୍କୁ ଚାକିରୀ, ଚାଷୀଙ୍କୁ ଉପଯୁକ୍ତ ଦର, ପ୍ରଧାନମନ୍ତ୍ରୀ ଆବାସରେ ଯୋଗ୍ୟ ହିତାଧିକାରୀଙ୍କୁ ଘର ଏବଂ ଦର ଦାମ ବୃଦ୍ଧି ନିୟନ୍ତ୍ରଣ କରିବାକୁ ଦଳ ଦାବି କରିଛି । ରାଜ୍ୟ କଂଗ୍ରେସ ର ଆହ୍ୱାନ କ୍ରମେ ବସ୍ତା ର କଂଗ୍ରେସ ନେତା ବିଜନ ନାୟକଙ୍କ ନେତୃତ୍ୱରେ ଆଜି ଶତାଧିକ କଂଗ୍ରେସ ନେତା ଓ କର୍ମୀମାନେ ବ୍ଲକ ସମ୍ମୁଖରେ ଧାରଣା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ