Masthead

ବ୍ଳକ ସମ୍ମୁଖରେ ଗିିର୍ଜିଲା ବସ୍ତା କଂଗ୍ରେସ

ବସ୍ତା(ବଡ଼ ଖବର ବ୍ୟୁରୋ): ବ୍ଲକ କାର୍ଯ୍ୟାଳୟ ରେ ହେଉଥିବା ଦୁର୍ନୀତିକୁ ବିରୋଧ କରି ୯ଦଫା ଦାବି ନେଇ ବସ୍ତା କଂଗ୍ରେସ ପକ୍ଷରୁ ବସ୍ତା ବ୍ଳକ ସମ୍ମୁଖରେ ଚାଲିଛି ଧାରଣା । ଦଳ ଅଭିଯୋଗ କରିଛି ଯେ, ୨୪ ବର୍ଷ ହେଲା ବିଜେଡି ସରକାର ଓଡ଼ିଶା ବାସୀଙ୍କ ପାଇଁ କିଛି ଆଖି ଦୃଶିଆ କାମ କରି ନାହିଁ । ରାଜ୍ୟରେ ବିଦ୍ୟୁତ ଦର ବୃଦ୍ଧି, ବେକାରୀ ସମସ୍ୟାକୁ ନେଇ ବ୍ଲକ ଆଗରେ ପ୍ରତିବାଦ କରିଛି କଂଗ୍ରେସ ।

ପିସି କାରବାର, ପାୱାର କଟ୍, ବିଦ୍ୟୁତ ଦର ବୃଦ୍ଧି, ବେକାର ଯୁବକଙ୍କୁ ଚାକିରୀ, ଚାଷୀଙ୍କୁ ଉପଯୁକ୍ତ ଦର, ପ୍ରଧାନମନ୍ତ୍ରୀ ଆବାସରେ ଯୋଗ୍ୟ ହିତାଧିକାରୀଙ୍କୁ ଘର ଏବଂ ଦର ଦାମ ବୃଦ୍ଧି ନିୟନ୍ତ୍ରଣ କରିବାକୁ ଦଳ ଦାବି କରିଛି । ରାଜ୍ୟ କଂଗ୍ରେସ ର ଆହ୍ୱାନ କ୍ରମେ ବସ୍ତା ର କଂଗ୍ରେସ ନେତା ବିଜନ ନାୟକଙ୍କ ନେତୃତ୍ୱରେ ଆଜି ଶତାଧିକ କଂଗ୍ରେସ ନେତା ଓ କର୍ମୀମାନେ ବ୍ଲକ ସମ୍ମୁଖରେ ଧାରଣା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ