Masthead

ଚୋରି କଲେ, ପ୍ରମାଣ ନଷ୍ଟ ପାଇଁ ନିଆଁ ଲଗାଇଲେ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ଚୋରି କରି ସେବା ସମବାୟ ସମିତିରେ ନିଆଁ ଲାଗାଇ ଦେଲେ ଦୁର୍ବୃତ୍ତ। ସୂଚନା ଅନୁଯାୟୀ ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଅଧିନସ୍ଥ ଚକପଳାସିଆ ସେବା ସମବାୟ ସମିତିରେ ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଚୋରି କରି ସାରିବା ପରେ ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ସମବାୟ ସମିତିକୁ ନିଆଁ ଲଗାଇଥିବା ଅନୁମାନ କରାଯାଉଛି ।

ନିଆଁ ଲାଗିଥିବାର ଦେଖି ସ୍ଥାନୀୟ ଲୋକମାନେ ଅଗ୍ନିଶମ ବିଭାଗକୁ ଖବର ଦେବା ପରେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । କିନ୍ତୁ ନିଆଁ ଆୟତ୍ତକୁ ଆସିବା ଆଗରୁ ବହୁ ଗୁରୁତ୍ତ୍ୱପୂର୍ଣ କାଗଜପତ୍ର ଜଳି ପଡି ପାଉଁଶ ହୋଇଯାଇଛି । ଘଟଣାସ୍ଥଳରେ ଭୋଗରାଇ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା