Masthead

ଚୋରି କଲେ, ପ୍ରମାଣ ନଷ୍ଟ ପାଇଁ ନିଆଁ ଲଗାଇଲେ

ଜଳେଶ୍ୱର (ବଡ଼ ଖବର ବ୍ୟୁରୋ): ଚୋରି କରି ସେବା ସମବାୟ ସମିତିରେ ନିଆଁ ଲାଗାଇ ଦେଲେ ଦୁର୍ବୃତ୍ତ। ସୂଚନା ଅନୁଯାୟୀ ବାଲେଶ୍ୱର ଜିଲ୍ଲା ଭୋଗରାଇ ଥାନା ଅଧିନସ୍ଥ ଚକପଳାସିଆ ସେବା ସମବାୟ ସମିତିରେ ବିଳମ୍ବିତ ରାତିରେ ଦୁର୍ବୃତ୍ତମାନେ ଚୋରି କରି ସାରିବା ପରେ ପ୍ରମାଣ ନଷ୍ଟ କରିବା ଉଦ୍ଦେଶ୍ୟରେ ସମବାୟ ସମିତିକୁ ନିଆଁ ଲଗାଇଥିବା ଅନୁମାନ କରାଯାଉଛି ।

ନିଆଁ ଲାଗିଥିବାର ଦେଖି ସ୍ଥାନୀୟ ଲୋକମାନେ ଅଗ୍ନିଶମ ବିଭାଗକୁ ଖବର ଦେବା ପରେ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ । କିନ୍ତୁ ନିଆଁ ଆୟତ୍ତକୁ ଆସିବା ଆଗରୁ ବହୁ ଗୁରୁତ୍ତ୍ୱପୂର୍ଣ କାଗଜପତ୍ର ଜଳି ପଡି ପାଉଁଶ ହୋଇଯାଇଛି । ଘଟଣାସ୍ଥଳରେ ଭୋଗରାଇ ପୋଲିସ୍ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା