Masthead

ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ତପସ୍ବିନୀ ଏକ୍ସପ୍ରେସକୁ ପଥରମାଡ । ରେଙ୍ଗାଲି ଝାରସୁଗୁଡା ମଝିରେ ଟ୍ରେନ୍‌କୁ ପଥର ମାଡ ହୋଇଥିବା ସୂଚନା । ପଥର ମାଡରେ ଟ୍ରେନ୍‌ର କାଚ ଭାଙ୍ଗିବା ସହ ଅନେକ କ୍ଷୟକ୍ଷତି ହୋଇଥିବା ଜଣାପଡିଛି । ଭୋର ସମୟରେ ସମ୍ବଲପୁର ରେଙ୍ଗାଲି-ଝାରସୁଗୁଡ଼ା ମଝିରେ ତପସ୍ୱିନୀ ଏକ୍ସପ୍ରେସ୍‌କୁ ପଥରମାଡ଼ ହୋଇଛି । ଯେଉଁଥିରେ ଟ୍ରେନ୍‌ର କାଚ ଭାଙ୍ଗିବା ସହ ଅନେକ ସିଟ୍‌ ମଧ୍ୟ ନଷ୍ଟ ହୋଇଛି । ସକାଳ ୫ଟା ୪୫ ମିନିଟ୍‌ରେ ଟ୍ରେନ୍‌ B୬ର ସିଟ୍‌ ନମ୍ବର ୧୫ ଏବଂ B-୭ରେ ପଥର ମାଡ଼ ହୋଇଥିବା ସୂଚନା ମିଳିଛି । ତେବେ କିଏ ଓ କାହିଁକି ପଥର ମାଡ଼ କରିଛନ୍ତି । ଏବେ ଯାଏଁ ସ୍ପଷ୍ଟ ସୂଚନା ମିଳିନାହିଁ । ପୋଲିସ ଘଟଣାର ତଦନ୍ତ କରୁଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ